କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର : ରାଜ୍ୟରେ କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ଦଶମ ଓ ଦ୍ୱାଦଶ ପରୀକ୍ଷା ହେବ । ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅନ୍ୟ ଦେଶରେ କୋଭିଡ ବଢୁଥିବାରୁ ଏଭଳି ପଦେକ୍ଷପ ନିଆଯାଉଛି । କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାମାନଙ୍କୁ ମାକ୍ସ ପିନ୍ଧିବା ଓ ସାମାଜିକ ଦୂରତା ସେ ନିବେଦନ କରିଛନ୍ତି ।
