ପୁରୀ : ପୁରୀ ଏସସିଏସ କଲେଜ ଛକ ଓ ମେଡ଼ିକାଲ ଛକରେ ଆଜି ପୁରୀ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ୧୬୪ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଘଟଣାରେ ଦୁଇ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୧୬ ଲକ୍ଷରୁ ଉର୍ଦ୍ଧ୍ୱ ହେବ । ଅବକାରୀ ବିଭାଗ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Post Views: 55,446