ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ । ଶନିବାର ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ବ୍ଳକ ଅନ୍ତର୍ଗତ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟରେ ୫-ଟି ସଚିବ । ସ୍କୁଲରେ ପହଞ୍ଚିବା ପରେ ଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ୫-ଟି ସଚିବ । ଏହାସହ ସ୍କୁଲର ଆନୁଷଙ୍ଗିକ ବ୍ୟବସ୍ଥାର ମଧ୍ୟ ତଦାରଖ କରିଛନ୍ତି ।
Post Views: 7,364