ଭୁବନେଶ୍ୱର : ଇଂରାଜୀ ନବ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ସମସ୍ତଙ୍କୁ ଇଂରାଜୀ ନବବର୍ଷ ୨୦୨୩ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ ।
Post Views: 65,594