ନିଇସବଡର ଗଭର୍ଣ୍ଣିଂ କାଉନସିଲର ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଦିନ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର ଏଂଟରପ୍ରିନୋୟରସିପ୍ ଆଣ୍ଡ ସ୍ମଲ ବିଜନେସ୍ ଡେଭଲପମେଂଟ ଗଭର୍ଣ୍ଣିଂ କାଉନସିଲ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ଦକ୍ଷତା ବିକାଶ ଓ ଉଦ୍ୟମିତା ମଧ୍ୟରେ ସମ୍ପର୍କକୁ ଦୃଢ କରିବାକୁ ଏହି ସଂସ୍ଥା ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ।
