ଭୁବନେଶ୍ୱର : ଫେବୃଆରୀରେ ଓଡ଼ିଶା ଆସିବେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧି । ଫେବୃଆରୀରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆୟୋଜିତ ହେବାକୁ ଥିବା ‘ହାଥ ସେ ହାଥ ଯୋଡ଼ୋ’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଉଭୟ ଓଡିଶା ଆସିବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି ।
Post Views: 32,717