ଭୁବନେଶ୍ୱର : ଆଜି ଓଡ଼ିଶା ଗସ୍ତରେ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚି ପୁରୀ ଯିବା କାର୍ଯ୍ୟକ୍ରମ ରହିଛି । ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ଟିଏମସି ସୁପ୍ରିମୋ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମମତା ଭେଟିପାରନ୍ତି ।
Post Views: 2,840