କେନ୍ଦ୍ରାପଡା : କେନ୍ଦ୍ରପଡା ଜିଲା ଟାଉନ ଥାନା ଅନ୍ତର୍ଗତ ମହିପାଳ ଛକରେ ୧୦୮ ଆମ୍ବୁଲାନ୍ସରେ ଲାଗିଲା ନିଆଁ । ରୋଗୀ ଛାଡି ଫେରୁଥିବା ବେଳେ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଛି । ଦୁର୍ଘଟଣା ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡିଛି । ସୂଚନା ଯେ, ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି ।
Post Views: 4,021