ରାୟଗଡା : ଭୁବନେଶ୍ୱରରୁ ରାୟଗଡା ଫେରୁଥିଲେ ମନ୍ତ୍ରୀ ଜଗନ୍ନାଥ ସାର୍କା । ମାତ୍ର ଗଜପତି ଅଡ଼ବା ଥାନା ଉଲିଆପଦା ଗାଁ ନିକଟରେ ମନ୍ତ୍ରୀଙ୍କ ସହ ଥିବା ପାଇଲଟିଂ ଗାଡ଼ି ଭାରସାମ୍ୟ ହରାଇ ଓଲଟିପଡିଲା । ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
Post Views: 4,886