ସମ୍ବଲପୁର : ମର୍ମନ୍ତୁଦ ସଡକ ଦୁର୍ଘଟଣା। ସମ୍ବଲପୁର ଯୁଯୁମୁରା ଥାନା ଭୀମଖୋଜ ଠାରେ ଟ୍ରକ ଏବଂ କାର ମଧ୍ୟରେ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଯୁଯୁମୁରା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।
Post Views: 4,081