ଦଶପଲ୍ଲା : ଦଶପଲ୍ଲା ଏନଏସି ଉପାଧ୍ୟକ୍ଷ କିଶୋର ଚନ୍ଦ୍ର ଦାଶ ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ରମେଶଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରିଥିବା ଜଣାପଡିଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା କିଶୋର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।
Post Views: 33,196