ଭୁବନେଶ୍ୱର : ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୨୩୮ ଟି ଗାଡି ଚେକିଂ କରି ୪ ଜଣଙ୍କ ଡିଏଲ କ୍ୟାନ୍ସେଲ୍ କରାଯିବା ସହିତ ୨୧ ଜଣଙ୍କ ଠାରୁ ୧୫ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରିଛି ।
Post Views: 36,959