ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମର ସନ୍ତୋଷ କୁମାର ସାହୁଙ୍କ ମଦ ଦୋକାନ ଉପରେ ବୋମାମାଡ଼ କରିବା ଘଟଣାରେ ପାଟପୁର ଥାନାରେ ମାମଲା ରୁଜ୍ଜୁ ହୋଇଥିଲା । ଆଜି ବ୍ରହ୍ମପୁର ଏଡିଜେ କୋର୍ଟ -୩ ସାକ୍ଷ୍ୟ ପ୍ରମାଣ ଅଭାବରୁ ତାଙ୍କୁ ନିର୍ଦ୍ଦୋଷରେ ଖଲାସ୍ କରିଛନ୍ତି ।
Post Views: 26,197