ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଏୟାର ଭିସ୍ତାରା
ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଏୟାର ଭିସ୍ତାରା ବିମାନ । କୌଣସି କାରଣରୁ ମଝି ଆକାଶରେ ସମସ୍ୟାର ସମ୍ମୁଖୀନ ହୋଇଥିବା ବେଳେ ଏହା ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି । ଯାହା ଫଳରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛି ।
ତେବେ ଏନେଇ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜଣାଇଛନ୍ତି ଆପ୍ ନେତା ସଂଜୟ ସିଂହ । ଏହାର ପ୍ରତିଉତ୍ତରରେ ସିନ୍ଧିଆ ଘଟଣାର ତଦନ୍ତ ସହ ଉଚିତ୍ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।
