ପୁରୀ : ଆଜି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିକୁ ବାଲୁକାରେ ପ୍ରଦର୍ଶିତ କରାଯାଇଛି ।
Post Views: 2,987