ଦେଶରେ ଶୁକ୍ରବାର ସୁଦ୍ଧା ଦିଆଗଲାଣି ୨୧୯.୯୯ କୋଟିରୁ ଅଧିକ କରୋନା ଟୀକା
ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ଶୁକ୍ରବାର ସକାଳ ୮ ଟା ସୁଦ୍ଧା ୨୫୦ କୋଟି ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଣ୍ଟାରେ ୧୨ ହଜାର ୫୭୮ ରୁ ଅଧିକ ଟିକା ଦିଆଯାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୨୦ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଣ୍ଟାରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୩୬୯୧ ଅଛି ।
