ଦେଶରେ ବୁଧବାର ସୁଦ୍ଧା ଦିଆଗଲାଣି ୨୨୦.୧ କୋଟିରୁ ଅଧିକ କରୋନା ଟୀକା
ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ବୁଧବାର ସକାଳ ୮ ଟା ସୁଦ୍ଧା ୨୫୩ କୋଟି ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୧୨ ହଜାର ୨୫୮ ରୁ ଅଧିକ ଟିକା ଦିଆଯାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ବୁଧବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୨୦.୦୧ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଣ୍ଟା ରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୩୪୦୮ ଅଛି ।
