କୋର୍ଟ କହିଲେ ଗୋପାଳର ମାନସିକ ସ୍ଥିତି ଠିକ ସରକାର ଡାହାଣୀ ହୋଇ ଲାଗୁଛନ୍ତି, ଗୁଣିଆ ହୋଇ ଝାଡୁଛନ୍ତି – ଜୟନାରାୟଣ
ଭୁବନେଶ୍ୱର : ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳର ମାନସିକ ସ୍ଥିତି ଠିକ ଅଛି ବୋଲି କୋର୍ଟ କହିବା ପରେ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର କଡା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ ସରକାର ଡାହାଣୀ ହୋଇ ଲାଗୁଛନ୍ତି, ଗୁଣିଆ ହୋଇ ଝାଡୁଛନ୍ତି । ସରକାରଙ୍କ ଦ୍ୱାରା ଘଟଣା ପୂରା ଡାହାଣୀ ଗୁଣିଆ କାହାଣୀ । ଷଡ଼ଯନ୍ତ୍ର ଥିବା ମୂଳରୁ କହିଛୁ, କୋର୍ଟ ରାୟ ପରେ ପୂରା ସ୍ପଷ୍ଟ ହୋଇଛି ବୋଲି ସେ କହିଛନ୍ତି ।
