ଗଞ୍ଜାମ : ଗଞ୍ଜାମ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିରଂଚିପୁର ତଳସାହିରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ୧୫ଟି ପରିବାରର ୧୫ ବଖରା ଘର ସମେତ ସମସ୍ତ ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି । ଖବର ପାଇ ବୁଗୁଡ଼ା ଓ ପୋଲସରା ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଥିଲେ । ତେବେ ନିଆଁ ଲାଗିବାର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି ।
Post Views: 56,090