ନୂଆଦିଲ୍ଲୀ : ଝାରସୁଗୁଡା ଉପ-ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଭାରତୀୟ ନିର୍ବାଚନ ଆୟୋଗ ଆଜି ଉପ-ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ ଏବଂ ମେ’ ୧୩ରେ ଫଳାଫଳ ପ୍ରକାଶ ପାଇବ। ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର।
Post Views: 2,918