ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୨୮୭ ଟି ଗାଡି ଚେକିଂ କରି ୪ ଜଣଙ୍କ ଡିଏଲ କ୍ୟାନ୍ସେଲ୍ କରାଯିବା ସହିତ ୨୫ ଜଣଙ୍କ ଠାରୁ ୧୪ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରିଛି ।
Post Views: 56,026