ରାଜ୍ୟରେ ଗତ ୨୪ ଘଂଟାରେ ୬ ହଜାରରୁ ଅଧିକ କରୋନା ଟେଷ୍ଟ
Novel coronavirus 2019 nCoV pcr diagnostics kit. This is RT-PCR kit to detect presence of 2019-nCoV or covid19 virus in clinical specimens. In vitro diagnostic test based on real-time PCR technology
ଭୁବନେଶ୍ୱର : ରାଜ୍ୟରେ କରୋନାର ନୁଆ ମାମଲା ଲଗାତର ଭାବରେ କମିଚାଲିଛି । କରୋନା ଟେଷ୍ଟ କରିବା ପ୍ରକ୍ରିୟା ମଧ୍ୟ ପ୍ରତିଦିନ ଜାରି ରହିଛି । ଗତ ୨୪ ଘଂଟାରେ ପୁରା ରାଜ୍ୟରେ ସମୁଦାୟ ୬ ହଜାର ୩୪୩ ଜଣଙ୍କର କରୋନା ଟେଷ୍ଟ କରାଯାଇଛି ।
ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଟ୍ୱିଟର ସୂଚନା ଅନୁସାରେ ସୋମବାର ସକାଳ ସୁଦ୍ଧା ସମୁଦାୟ କରୋନା ଟେଷ୍ଟ ୩ କୋଟି ୩୮ ଲକ୍ଷ ୮୯ ହଜାର ୮୯୭ ରେ ପହଂଚିଛି ।
