ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।
Post Views: 98,613