ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ ହାଇକୋର୍ଟ ଦେଇଥିବା ରାୟକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଲୋକାୟୁକ୍ତ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇପାରିବେନି କହିଥିଲେ ହାଇକୋର୍ଟ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଲୋକାୟୁକ୍ତ ।
Post Views: 55,836