୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର୍ ଅପରାଧ କୋରାପୁଟ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର୍ September 22, 2021 କୋରାପୁଟ : ଲମତାପୁଟ ପାଡୁଆ ପୋଲିସକୁ ପୁଣି ଏକ ସଫଳତା । ଅତଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ିବସିଲା ପୋଲିସ । ଅଟୋରେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ... Read More