ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ ପୁରୀ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ May 25, 2022 ପୁରୀ : ଆଜି ଭକ୍ତଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଅପରାହ୍ଣ ୪ଟାରୁ ରାତ୍ର ୮ଟା ଯାଏ ସାଧାରଣ ଦର୍ଶନ ବନ୍ଦ... Read More