ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୪୦ ଶ୍ରମିକ ଆହତ କଳାହାଣ୍ଡି ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୪୦ ଶ୍ରମିକ ଆହତ August 5, 2022 ଧର୍ମଗଡ଼ : କଳାହାଣ୍ଡି ଜିଲା ଧର୍ମଗଡ଼-ନବରଙ୍ଗପୁରର ବିଜୁ ଏକ୍ସପ୍ରେସ ୱେର ପିପଲା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ । ଦୁର୍ଘଟଣାରେ ୪୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣଙ୍କ... Read More