ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା; ଚୋରି ଅଭିଯୋଗରେ ଯୁବକ ଅଟକ ବାଲେଶ୍ୱର ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା; ଚୋରି ଅଭିଯୋଗରେ ଯୁବକ ଅଟକ October 28, 2022 ରୂପସା : ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜାମୁନିଆ ଅଙ୍ଗନୱାଡ଼ି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି । ସକାଳେ ଏହି କେନ୍ଦ୍ରର ତାଲା ଖୋଲି ପିଲାଙ୍କ ଖାଦ୍ୟ ସାମଗ୍ରୀ, କାଠ... Read More