ଆଜି ବଡ଼ ଓଷା, ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର କଟକ ଆଜି ବଡ଼ ଓଷା, ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର November 6, 2022 ଆଠଗଡ଼ : ଆଜି ବାବା ଧବଳେଶ୍ବରଙ୍କ ମହାପର୍ବ ବଡ଼ ଓଷା । ବଡ଼ସିଂହାର ବେଶ ସହ ରାଜରାଜେଶ୍ବର ବେଶରେ ଦର୍ଶନ ଦେଉଛନ୍ତି ବାବା । ଭକ୍ତଙ୍କ ସିଧାସଳଖ ଦର୍ଶନ ବାରଣ କରାଯାଇଛି । ଭର୍ଚୁଆଲ୍... Read More