ଖଇରାରେ ଭୀମଭୋଇ ସାମର୍ଥ୍ୟ ଅଭିଯାନ, ୧୦୨୦ ପଞ୍ଜିକୃତ ବାଲେଶ୍ୱର ଖଇରାରେ ଭୀମଭୋଇ ସାମର୍ଥ୍ୟ ଅଭିଯାନ, ୧୦୨୦ ପଞ୍ଜିକୃତ November 16, 2022 ଖଇରା : ବାଲେଶ୍ବର ଜିଲା ଖଇରା ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଏକାଦଶ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହୋଇ ଯାଇଛି । ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ... Read More