ଭୁବନେଶ୍ୱର ଓ ଧାନବାଦ୍ ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ ଭୁବନେଶ୍ୱର ଭୁବନେଶ୍ୱର ଓ ଧାନବାଦ୍ ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ August 19, 2022 ଭୁବନେଶ୍ବର: ଯାତ୍ରୀଙ୍କ ସୁବିଧା ଓ ଚାହିଦାକୁ ଦୃଷ୍ଟିରେ ରଖି ଅଗଷ୍ଟ ଶେଷ ସପ୍ତାହରୁ ସେପ୍ଟେମ୍ବର ଶେଷ ସପ୍ତାହ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ଧାନବାଦ୍ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ହୋଇଛି। ଅଗଷ୍ଟ... Read More