ଶକ୍ତି କ୍ଷେତ୍ରରେ ବଡ଼ ପଦକ୍ଷେପ : ୩୦ ଇଲେକ୍ଟ୍ରିକାଲ ଇଞ୍ଜିନିୟରଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର ରାଜ୍ୟ ଶକ୍ତି କ୍ଷେତ୍ରରେ ବଡ଼ ପଦକ୍ଷେପ : ୩୦ ଇଲେକ୍ଟ୍ରିକାଲ ଇଞ୍ଜିନିୟରଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର December 18, 2021 ଭୁବନେଶ୍ବର: ଏକକାଳୀନ ୩୦ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନିୟରଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବନିଯୁକ୍ତି ଇଞ୍ଜିନିୟରଙ୍କୁ ଏକ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ଜରିଆରେ ସ୍ବାଗତ କରିଛନ୍ତି । ଲୋକସେବା... Read More