ରକ୍ତଚାପ ବଟିକା ଖାଇ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ନବରଙ୍ଗପୁର ରକ୍ତଚାପ ବଟିକା ଖାଇ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ February 14, 2023 ନବରଙ୍ଗପୁର : ସଦର ବ୍ଲକ ସରଣପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି । ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପରେ ବର୍ତ୍ତମାନ ସ୍ୱାସ୍ଥ୍ୟବସ୍ଥା ସ୍ଥିର... Read More