ଟାୟାର ଫାଟି ବସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ କୋରାପୁଟ ଟାୟାର ଫାଟି ବସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ August 24, 2023 ବୋରିଗୁମ୍ମା : ବୋରିଗୁମ୍ମା ବସଷ୍ଟାଣ୍ଡ ନିକଟରେ ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ଗୁରୁବାର ସକାଳୁ ହାଇଦ୍ରାବାଦ ଠାରୁ ସିନାପାଲି ଯାଉଥିବା ଗୁପ୍ତା ବସରେ ବୋରିଗୁମ୍ମା ବସଷ୍ଟାଣ୍ଡ ନିକଟରେ ଲାଗିଥିଲା ନିଆଁ ।... Read More