ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୨ ମୃତ ସୋନପୁର ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୨ ମୃତ March 7, 2022 ସୋନପୁର : ସୁବର୍ଣ୍ଣପୁର ଜିଲାରେ ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ବଡ଼କର୍ଲେ ଗାଁ ନିକଟରେ ବରଯାତ୍ରୀ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।... Read More