ବାଇଗଣ ବେସର ରୋଷେଇ ବାଇଗଣ ବେସର August 31, 2021 ବେସର ହେଉଛି ଏକ ପାରମ୍ପାରିକ ଓଡ଼ିଆ ଖାଦ୍ୟ । ବେସର ମୁଖ୍ୟତଃ ସୋରିଷ, ଜିରା, ପାନମଧୁରୀ, ନଡ଼ିଆ ଆଦି ମିଶାଇ ବଟାଯାଏ । ଆଉ କେବେକେବେ ଖାଲି ସୋରିଷ, ରସୁଣ, ଜିରାକୁ ମିଶାଇ ମଧ୍ୟ... Read More