ଆଜି ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ : ଏହିସବୁ ଉପରେ ରହିବ ନଜର ଦେଶ-ବିଦେଶ ଆଜି ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ : ଏହିସବୁ ଉପରେ ରହିବ ନଜର February 1, 2022 ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ । କୋଭିଡ୍ ମହାମାରୀରେ ପ୍ରଭାବିତ ହୋଇଥିବା ଚାକିରିଆ ଓ ମଧ୍ୟବିତ୍ତବର୍ଗକୁ ଟିକସ ରିହାତି ମିଳିବା ନେଇ ଆଶା... Read More