କବୟିତ୍ରୀ ଗାୟତ୍ରୀବାଳା ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ରାଜ୍ୟ କବୟିତ୍ରୀ ଗାୟତ୍ରୀବାଳା ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର December 22, 2022 ନୂଆଦିଲ୍ଲୀ : ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ଘୋଷଣା ହୋଇଛି । ଓଡ଼ିଆ ଭାଷାରେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଏଥର ମିଳିବ ପୁରସ୍କାର । କବିତା ସଂକଳନ “ଦୟାନଦୀ”... Read More