ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନ ବିଚାରପତି ରାଜ୍ୟ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନ ବିଚାରପତି September 24, 2021 ଭୁବନେଶ୍ୱର : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମଣା ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ସେ ଶୁକ୍ରବାର ସନ୍ଧ୍ୟା ୭ଟା ୫୫ମିନିଟରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଂଚିବେ।... Read More