ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ; ୧୧ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ରାଜ୍ୟ ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ; ୧୧ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ August 20, 2022 ଭୁବନେଶ୍ୱର : ସକ୍ରିୟ ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ୧୧ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବାଜିଲାଗୁଡ଼ିକ ହେଲା... Read More