ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ଗୋଟିଏ ଦିନ ସାମୟିକ ଛୁଟି ଘୋଷଣା ରାଜ୍ୟ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ଗୋଟିଏ ଦିନ ସାମୟିକ ଛୁଟି ଘୋଷଣା April 4, 2024 ଭୁବନେଶ୍ବର – ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି। ଯେଉଁ ସରକାରୀ କର୍ମଚାରୀମାନେ ନିର୍ବାଚନ... Read More