ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀଙ୍କ ମୃତଦେହ ଉଦ୍ଧାର ଦେଶ-ବିଦେଶ ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀଙ୍କ ମୃତଦେହ ଉଦ୍ଧାର January 29, 2022 ବେଙ୍ଗାଲୁରୁ : ବେଙ୍ଗାଲୁରୁର ଏକ ଘରୋଇ ଆପାର୍ଟମେଣ୍ଟରୁ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦିୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ରଶିରେ ଝୁଲୁଥିବା ସୌନ୍ଦର୍ଯ୍ୟାଙ୍କୁ... Read More