ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ ବ୍ରହ୍ମପୁର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ September 22, 2022 ବ୍ରହ୍ମପୁର : ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ ହୋଇଯାଇଛି। ରମ୍ଭା ସ୍ଥିତ ବାସଭବନରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆଦିକନ୍ଦ ସେଠୀ ୨୦୦୯... Read More