ଆଜି ଶ୍ରୀମନ୍ଦିରରେ ହରିଶୟନ ନୀତି, ଚାରିମାସ ପାଇଁ ଶୋଇ ରହିବେ ମହାପ୍ରଭୁ ପୁରୀ ଆଜି ଶ୍ରୀମନ୍ଦିରରେ ହରିଶୟନ ନୀତି, ଚାରିମାସ ପାଇଁ ଶୋଇ ରହିବେ ମହାପ୍ରଭୁ July 29, 2023 ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ହରିଶୟନ ନୀତି । ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ... Read More