ସାରଜା: ସାରଜାରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ପଞ୍ଜାବ କିଙ୍ଗ୍ସ (ପିକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚରେ ଦମଦାର ପ୍ରଦର୍ଶନ କରିଛି ବାଙ୍ଗାଲୋର ଦଳ । ୬ରନରେ ପଞ୍ଜାବକୁ ହରାଇଛି ଆରସିବି। ଗ୍ଲେନ... Read More
IPL-2021
ଦୁବାଇ : ଆଇପିଏଲ୍ର ୪୯ତମ ମ୍ୟାଚ୍ରେ ରବିବାର ମୁହାଁମୁହିଁ ହେବେ କୋଲକାତା ନାଇଟ୍ ରାଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ । କୋଲକାତା ପାଇଁ ବିଜୟ ନିହାତି ଜରୁରୀ । ଇତି ମଧ୍ୟରେ ୧୦ ପଏଣ୍ଟ... Read More
ସାରଜା : ଆଇପିଏଲ୍ର ୪୮ତମ ଲିଗ୍ ମୁକାବିଲାରେ ରବିବାର ପଞ୍ଜାବ କିଙ୍ଗ୍ସ (ପିକେ) ଓ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପରସ୍ପରକୁ ଭେଟିବେ । ୧୪ ପଏଣ୍ଟ ହାସଲ କରିସାରିଥିବା ରୟାଲ ଚ୍ୟାଲେଞ୍ଜର୍ସ ମ୍ୟାଚ୍... Read More
ଆବୁଧାବି : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣର ୪୭ତମ ମ୍ୟାଚ୍ରେ ଶନିବାର ଚେନ୍ନାଇ ସୁପର କିଙ୍ଗସ୍ ଓ ରାଜସ୍ଥାନ ରୟାଲ ମଧ୍ୟ ଖେଳ ହୋଇଛି । ଏହି ମ୍ୟାଚ୍ରେ ହେଲା ରନର... Read More
ଆବୁଧାବି : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣର ୪୭ତମ ମ୍ୟାଚ୍ରେ ଶନିବାର ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ୍ ଓ ରାଜସ୍ଥାନ ରୟାଲ । ତେବେ ଏହି ମ୍ୟାଚରେ ପ୍ରଥମେ ଟସ୍... Read More
ଶାରଜା : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣର ୪୬ତମ ମ୍ୟାଚ୍ରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଛି। ଶାର୍ଜା କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ରୋମାଞ୍ଚକର... Read More
ଶାର୍ଜା : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣର ୪୬ତମ ମ୍ୟାଚ୍ରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଶାର୍ଜା କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଦିଲ୍ଲୀ... Read More
ସାରଜା : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ-୨୦୨୧)ରେ ଶନିବାର ଦୁଇଟି ମୁକାବିଲା ମୁମ୍ବାଇ ଇଣ୍ଡିଆନ୍ସ-ଦିଲ୍ଲୀ କ୍ୟାପିଟାଲ୍ସ (ଅପରାହ୍ନ ୩.୩୦) ଏବଂ ରାଜସ୍ଥାନ ରୟାଲ୍ସ-ଚେନ୍ନାଇ ସୁପର୍ କିଙ୍ଗ୍ସ (ରାତି ୭.୩୦) ମଧ୍ୟରେ ଖେଳାଯିବ । ୪୬... Read More
ଦୁବାଇ : ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଶୁକ୍ରବାର ଆଇପିଏଲ ୨୦୨୧ର ୪୫ ତମ ମ୍ୟାଚ କୋଲକାତା ନାଇଟରାଇଡର୍ସ ଓ ପଞ୍ଜାବ କିଙ୍ଗସ ମଧ୍ୟରେ ଖେଳାଯାଇଛି । ଏହି ମ୍ୟାଚରେ କେକେଆର ବିରୋଧରେ ପଞ୍ଜାବ କିଙ୍ଗ୍ସର... Read More
ଦୁବାଇ : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ)ର ୪୫ ତମ ମ୍ୟାଚ୍ରେ ଆଜି ସାମ୍ନାସାମ୍ନୀ ହୋଇଛନ୍ତି କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା... Read More
