ଆଜି କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାପ୍ରଭୁ ପୁରୀ ଆଜି କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାପ୍ରଭୁ September 10, 2023 ପୁରୀ : ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ୱିତ... Read More