କେନ୍ଦ୍ରାପଡ଼ା : ଜିଲ୍ଲା ପ୍ରତିଭା ପୂଜା ସଂସଦ ଆନୁକୂଲ୍ୟରେ ପୂର୍ବତନ ସାଂସଦ ସ୍ୱର୍ଗତ ଗୟାଚାନ୍ଦ ଭୂୟାଁଙ୍କ ୩୫ତମ ଶ୍ରାଦ୍ଧଦିବସ ଅବସରରେ କେନ୍ଦ୍ରାପଡା ପୈାରସଂସ୍ଥା ଟାଉନହଲ ପରିସରରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ସଂସଦର... Read More
Kendrapada
କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦ୍ୱାରା ଶ୍ରୀରାମ ଚରିତ ମାନସ ପରାୟଣ ମହାଯଜ୍ଞ ଉଦଘାଟିତ ହୋଇଯାଇଛି । ଅଣ୍ଡରାସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ଅନୁଷ୍ଠିତ ଏହି ମହାଯଜ୍ଞରେ... Read More
କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା ସ୍ଥାନୀୟ କନ୍ତିଆ ମଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସମିତିର ସଭାପତି ବସନ୍ତ କୁମାର ରାଉତଙ୍କ... Read More
କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ ପରିସରରେ ଶୁକ୍ରବାର ଅପରାହ୍ଣ ୩ ଘଟିକା ସମୟରେ ଜିଲ୍ଲା ଓକିଲ ସଂଘର ନବ ନିର୍ବାଚିତ କର୍ମକର୍ତ୍ତର୍ାମାନଙ୍କର ଶପଥ ପାଠ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି... Read More
କେନ୍ଦ୍ରାପଡ଼ା : ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡା ଫାଷ୍ଟଟ୍ରାକ ସ୍ୱତନ୍ତ୍ର ଜଜଙ୍କ ଅଦାଲତ ୩ବର୍ଷ ଜେଲ ଦଣ୍ଡ ସହିତ ୫ହଜାର ଟଙ୍କାର ଜୋରିମାନାରେ ଦଣ୍ଡିତ କରିଛନ୍ତି । ଘଟଣା ଅନୁଯାୟୀ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ... Read More
କେନ୍ଦ୍ରାପଡ଼ା : ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ଗରାପୁରସ୍ଥିତ ଶ୍ରୀମହାବୀର ହନୁମାନଜୀଉ ମନ୍ଦିର ତଥା ବାବା ବୌକୁଣ୍ଠନାଥ ବ୍ରହ୍ମଚାରୀ ଆଶ୍ରମରେ ପ୍ରଭୁ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।... Read More
କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ସଦର ଥାନା ପୋଲିସର ଉଦାସୀନତା ବିରୋଧରେ ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ଅଭିଯୋଗ ହୋଇଛି । ଘଟଣା ଅନୁଯାୟୀ ସଦର ଥାନା ଅନ୍ତର୍ଗତ ହରିଡାଦଣ୍ଡା ଗ୍ରାମର ପ୍ରଫୁଲ୍ଲ ବାରିକ ଚଳିତମାସ ୫ତାରିଖରେ... Read More
ତଦନ୍ତରେ ପୋଲିସର ଅବହେଳା ଓ କ୍ରାଇମବ୍ରାଞ୍ଚତଦନ୍ତ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ସହରର କଜଳାସ୍ଥିତ କ୍ୟାରିଅର ପାୱାର ଆବାସିକ କୋଚିଂ ସେଣ୍ଟରରେ ରହି ପାଠ ପଢୁଥିବା +୨... Read More
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାର ସୁନାମଧନ୍ୟ ଶିକ୍ଷାବିତ୍ ବୀଣାପାଣି ଉଚ୍ଚବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ନରହରି ଜେନାଙ୍କ ଏକାଦଶାହର ଉପଲକ୍ଷେ ଏକ ସ୍ମୃତିସଭା ତାଙ୍କ ବାସଭବନସ୍ଥିତ ରାଜଗଡ ଗ୍ରାମରେ ଅନୁଷ୍ଠିତ ହୋଇଥିଲା । ଆଦର୍ଶ ଶିକ୍ଷକ... Read More
କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ପଞ୍ଜିକୃତ ହୋଇଥିବା ନିର୍ମାଣ ଶ୍ରମିକମାନଙ୍କ ପ୍ରତି ଶ୍ରମ କାର୍ଯ୍ୟାଳୟ ପକ୍ଷରୁ କରାଯାଉଥିବା ଅନ୍ୟାୟ ପ୍ରତିବାଦରେ ଶ୍ରମିକ ସଂଗଠନ ସମନ୍ୱୟ ସମିତି ପକ୍ଷରୁ ଆସନ୍ତା ଅପ୍ରେଲ ମାସ... Read More
