ପେନ୍ସନ୍ ଭୋଗୀଙ୍କ ପାଇଁ ଲାଇଫ୍ ସାର୍ଟିଫିକେଟ୍ ଦାଖଲ ସମୟସୀମା ଡିସେମ୍ବର ୩୧କୁ ବୃଦ୍ଧି ରାଜ୍ୟ ପେନ୍ସନ୍ ଭୋଗୀଙ୍କ ପାଇଁ ଲାଇଫ୍ ସାର୍ଟିଫିକେଟ୍ ଦାଖଲ ସମୟସୀମା ଡିସେମ୍ବର ୩୧କୁ ବୃଦ୍ଧି November 30, 2021 ଭୁବନେଶ୍ୱର : କୋଭିଡ୍-୧୯ ମହାମାରୀ ଦୃଷ୍ଟିରୁ ପେନ୍ସନ୍ ଭୋଗୀମାନଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍ ସାର୍ଟିଫିକେଟ୍) ଅବଧିକୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଘୁଂଚାଇ ଦିଆଯାଇଛି । ଓଡ଼ିଶା ଟ୍ରେଜେରୀ ସଂହିତା ଭଲ୍ୟୁମ୍-୧ର ରୁଲ୍... Read More