ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡାକୁ ଉଠିଲା ମହାଦୀପ ଭଦ୍ରକ ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡାକୁ ଉଠିଲା ମହାଦୀପ October 25, 2022 ଚାନ୍ଦବାଲି : ପବିତ୍ର ଦୀପାବଳି ଅବସରରେ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡାକୁ ଉଠିଲା ମହାଦୀପ । ଏଥିପାଇଁ ଦିନତମାମ ମନ୍ଦିରରେ ଅନୁଷ୍ଠିତ ହୋଇଥିଲା ସ୍ୱତନ୍ତ୍ର ନୀତିକାନ୍ତି । ସୋମବାର ଭୋର ୪ଟାରେ ଦ୍ୱାରଫିଟା... Read More