ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର ମାଲକାନଗିରି ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର September 30, 2021 ମାଲକାନଗିରି : ମାଲକାନଗିରି ଜିଲା ସୀମାନ୍ତ ବିଜାପୁର ଜିଲାରେ ମାଓ ହିଂସା ଦେଖିବାକୁ ମିଳିଛି । ନକ୍ସଲ ପନ୍ଥୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ଜଣ ସିଆର୍ପିଏଫ୍ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ... Read More